ଅମିତ କଲେଜ ଛାତ୍ରୀଙ୍କ ସର୍ପାଘାତରେ ମୃତ୍ୟୁ
ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଅମିତ କଲେଜର ସାମ୍ବାଦିକତା ବିଭାଗ ପ୍ରଥମ ବର୍ଷର ଛାତ୍ରୀ ସୁମିତ୍ରା ଚଉଁରୀଙ୍କର ଆଜି ସର୍ପାଘାତରେ ମୃତ୍ୟୁ ହୋଇ ଯାଇଛି । କୋଭିଡ଼ କଟକଣା ଯୋଗୁଁ ଛାତ୍ରୀ ନିବାସ ଛାଡି ନିଜ ଘର ପିପିଲି ବ୍ଲକର ଥନଥନା ଗ୍ରାମକୁ ଫେରି ଆସିଥିଲେ । ସେଠାରେ ଏକ ବିଷାକ୍ତ ସାପ!-->…
Read More...
Read More...