Browsing Category

ରାଜ୍ୟ

ବିଳମ୍ବ ହେବ ପଞ୍ଚାୟତ ନିର୍ବାଚନ!

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଳମ୍ବ ହୋଇପାରେ । ଏହା କହିଛନ୍ତି ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ । ରାଜ୍ୟ ସରକାରଙ୍କ ତାଙ୍କ କାମ ସାରିନଥିବାରୁ ବିଳମ୍ବ ହୋଇପାରେ ବୋଲି ସେ କହିଛନ୍ତି । ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟାଳୟ ମାର୍ଚ୍ଚ ୧୦, ୨୦୨ରେ ସରିବା । ନିର୍ବାଚନ
Read More...

ଆଜି ବି ବର୍ଷିବ, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜି ବି ୧୨ଟି ଜିଲ୍ଳାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ୧୨ ଜିଲ୍ଲା ହେଉଛି ନୂଆପଡ଼ା, ସମ୍ବଲପୁର, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ, ଝାରସୁଗୁଡା, ସେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ । ଏଠାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷ ସମ୍ଭାବନା
Read More...

ଓଡ଼ିଶାରେ ୩୦୩୧ ନୂଆ ପଜିଟିଭ: ରେଡ ଜୋନ୍‌ରେ ୪ ଜିଲ୍ଲା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ୩୦୩୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସଂଗରୋଧରୁ ୧୭୩୮ ଓ ସ୍ଥାନୀୟ ସଂକ୍ରମିତ ୧୨୯୩ ରହିଥିବା ଜଣାଯାଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୨୧, ବାଲେଶ୍ୱର ୨୯୦, ବରଗଡ ୩୯, ଭଦ୍ରକ ୧୩୫,
Read More...

ନଦୀରେ ବୁଡିଯାଇ ୨ ଯୁବକ ମୃତ

ଯାଜପୁର: ଯାଜପୁର ଜିଲ୍ଲା ବରୀ ବ୍ଲକ ବ୍ରାହ୍ମଣୀ ନଦୀର ଶଙ୍କରାକୁଳ ଘାଟରେ ଅଘଟଣ । ଗାଧୋଉଥିବା ବେଳେ ବୁଡି ଯାଇ ଦୁଇ ଯୁବକ ମୃତ । ଗ୍ରାମବାସୀ ଓ ଅଗ୍ନିଶମ ବାହିନୀ ବହୁ ଖୋଜାଖୋଜି କରି ଶେଷରେ ଦୁଇ ମୃତଦେହକୁ ଉଦ୍ଧାର କରିଥିଲେ । ମୃତକ ଦୁଇଜଣ ହେଲେ ବାଲିଆ ଗ୍ରାମର କାଳନ୍ଦୀ ପଣ୍ଡାଙ୍କ ପୁଅ
Read More...

ଯୁକ୍ତ ଦୁଇ ମୂଲ୍ୟାୟନ: ଦଶମ ମାର୍କ ପାଖାପାଖି ବା ତା’ଠାରୁ ଅଧିକ ମିଳିବ

ଭୁବନେଶ୍ୱର: କିପରି ମୂଲ୍ୟାୟନ ହେବ ଯୁକ୍ତ ୨ ମାର୍କ, ଭବିଷ୍ୟତ କ୍ୟାରିଅର ପାଇଁ ଏହା ସହାୟକ ହେବ ନା ନାଇଁ ତାକୁ ନେଇ ସସ୍ପେନ୍ସରେ ଥିଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ଶେଷରେ ଏଥିରେ ପୂର୍ଣ୍ଣଛେଦ ପକାଇଛନ୍ତି ରାଜ୍ୟ ସରକାର । ଛାତ୍ରଛାତ୍ରୀଙ୍କ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଯୁକ୍ତ ୨
Read More...

ଅନଲାଇନରେ ଝିଅ ପଢ଼ୁଛି, ଛତା ଧରିଛନ୍ତି ବାପା

ବଲ୍ଲାକା: କୋଟି ଜନ୍ମ ନେଲେ ମଧ୍ୟ ବାପା ମା’ଙ୍କ ଋଣ ଶୁଝିହେବ ନାହିଁ । ନିଜେ ନଖାଇ ପିଲାଙ୍କ ମୁହଁରେ ଦାନା ଦିଅନ୍ତି, ନିଜେ ରାତି ରାତି ଅନିଦ୍ରା ରହି ପିଲାକୁ ନାନାବାୟା ଗୀତ ଗାଇ ଶୁଆ ନ୍ତି । ସବୁ ଦୁଃଖ କଷ୍ଟ ଝଡଝଞ୍ଜାକୁ ସହି ସେମାନେ ପିଲାକୁ ସୁରକ୍ଷା ଦିଅନ୍ତି, ମଣିଷ ଭଳି ମଣିଷ
Read More...

ସୁସ୍ଥ ହେଉଛନ୍ତି ପ୍ରଦୀପ୍ତ

ଭୁବନେଶ୍ୱର: କୋଭିଡରେ ସଂକ୍ରମିତ ହେବା ପରେ ମାସେରୁ ଅଧିକ ଦିନ ହେବ ଭୁବନେଶ୍ୱର ସ୍ଥିତ ଏମ୍ସରେ ଚିକିତ୍ସାଧୀନ ରହିଛନ୍ତି ବିଜେପି ନେତା ତଥା ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତୀ ଆସିଛି । ଯଦି ସ୍ୱାସ୍ଥ୍ୟବସ୍ଥା ଏହିଭଳି ରୁହେ କିମ୍ବା ଅଧିକ
Read More...

୪୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଂଟାରେ ୪୩ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲ୍ଳାରୁ ସର୍ବାଧିକ ୭ ଜଣ ପ୍ରାଣ ହରାଇଛନ୍ତି । ସେହିଭଳି ବରଗଡରୁ ୫ ଜଣ ପ୍ରାଣ ହରାଇଥିବା ବେଳେ ବଲାଙ୍ଗୀରରୁ ୨, ବଉଦରୁ ୨, କଟକରୁ ୫ ଜଣ, ଗଞ୍ଜାମରୁ ୩, ଝାରସୁଗୁଡାରୁ ୪, କଳାହାଣ୍ଡି,
Read More...

ୟୁଟ୍ୟୁବ କ୍ଲାସ ପରେ ହେବ ଇ-ମୁଲ୍ୟାୟନ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଆଜିଠାରୁ ୟୁଟ୍ୟୁବରେ ପାଠପଢ଼ା ଆରମ୍ଭ ହୋଇଛି । ଅନ୍ୟପଟେ ଅନଲାଇନରେ ଆଜିଠାରୁ ପାଠପଢ଼ା ଆରମ୍ଭ ହୋଇଥିବା ବେଳେ, କେମିତି ପାଠପଢ଼ା ଚାଲିଛି ଏହାର ତଦାରଖ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ତଦାରଖ ପରେ କହିଛନ୍ତି, ୟୁଟ୍ୟୁବ୍ କ୍ଲାସ ପରେ ଛାତ୍ରଛାତ୍ରାଙ୍କ
Read More...

ଓଡ଼ିଶାକୁ ଆସିପାରେ ତୃତୀୟ ଲହର ସତର୍କ ରହିବାକୁ ପରାମର୍ଶ

ତୃତୀୟ ଲହରକୁ ନେଇ ଆଶଙ୍କା ବଢ଼ୁଥିବା ବେଳେ କିଛି ବରିଷ୍ଠ ଡାକ୍ତରଙ୍କ ମତରେ ଏହା ଦ୍ୱିତୀୟ ଲହର ଠାରୁ ଅଧିକ ସାଂଘଶତିକ ହୋଇପାରେ । କାରଣ ତୃତୀୟ ଲହରରେ ଅଧିକ ମ୍ୟୁଟେସନ୍ ଓ ଅଧିକ ସଂକ୍ରମଣ ହେବା ଆଶଙ୍କା ରହିଛି । ଟିକା ନେଇନଥିବାରୁ ପିଲାମାନେ ଅଧିକ ଅସୁରକ୍ଷିତ ରହିବା ସମ୍ଭାବନା ଥିବାରୁ
Read More...