ନଦୀରେ ବୁଡିଯାଇ ୨ ଯୁବକ ମୃତ
ଯାଜପୁର: ଯାଜପୁର ଜିଲ୍ଲା ବରୀ ବ୍ଲକ ବ୍ରାହ୍ମଣୀ ନଦୀର ଶଙ୍କରାକୁଳ ଘାଟରେ ଅଘଟଣ । ଗାଧୋଉଥିବା ବେଳେ ବୁଡି ଯାଇ ଦୁଇ ଯୁବକ ମୃତ । ଗ୍ରାମବାସୀ ଓ ଅଗ୍ନିଶମ ବାହିନୀ ବହୁ ଖୋଜାଖୋଜି କରି ଶେଷରେ ଦୁଇ ମୃତଦେହକୁ ଉଦ୍ଧାର କରିଥିଲେ । ମୃତକ ଦୁଇଜଣ ହେଲେ ବାଲିଆ ଗ୍ରାମର କାଳନ୍ଦୀ ପଣ୍ଡାଙ୍କ ପୁଅ!-->…
Read More...
Read More...