ଜୁଲାଇ ୨୫ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ
ପୁରୀ,: ସ୍ନାନ ପୂର୍ଣ୍ଣମୀ ଓ ରଥଯାତ୍ରାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି । ଏହି ଅବଧିକୁ ଆସନ୍ତା ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ. କ୍ରିଷନ କୁମାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ରଥଯାତ୍ରାରେ!-->…
Read More...
Read More...