କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା

ନୂଆଦିଲ୍ଲୀ:କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ତାଙ୍କୁ ହରିୟାଣାର ମେଦାନ୍ତ ହସ୍ପିଟାଲରେ ଭର୍ତି କରାଯାଇଛି ଏନେଇ ସେ ନିଜେ ଟୁଇଟି କରି ଜଣାଇଛନ୍ତି । ଧର୍ମେନ୍ଦ୍ର ପ୍ରଧାନ ହେଉଛନ୍ତି ଦ୍ୱିତୀୟ କେନ୍ଦ୍ରମନ୍ତ୍ରୀ ଯିଏ କରୋନା ସଂକ୍ରମିତ ହୋଇଛନ୍ତି ।

Leave A Reply

Your email address will not be published.

1 × one =