ଜମ୍ମୁ-କାଶ୍ମୀରରେ ଭୂ-କମ୍ପର ଝଟକା ଅନୁଭୂତ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍କୀରରେ ସୋମବାର ସକାଳ ୮ଟା ୩୩ରେ ଭୂ-କମ୍ପର ଝଟକା ଅନୁଭବ ହୋଇଛି । ଏନସିଏସ ଅନୁଯାୟୀ , ରିକ୍ଟଟ ସ୍କେଲରେ ଏହାର ତିବ୍ରତା ୩.୭ ରେକର୍ଡ କରାଯାଉଛି । ଏଥିରେ କୌଣସି ଧନଜୀବନ ହାନି ହୋଇନଥିବା ନେଇ ପ୍ରାଥମିକ ସୂଚନାରୁ ହସ୍ତଗତ ହୋଇଛି । ଏହାପୂର୍ବରୁ ମଧ୍ୟ ଡିସେମ୍ବର ୩ରେ ଲଦାଖରେ ଅପରାହ୍ନ ୧ଟା ୪୦ରେ ଭୂକମ୍ପ ଝଟକା ଅନୁଭବ ହୋଇଥିଲା ଯାହାର ତିବ୍ରତା ୩.୫ ରେକର୍ଡ କରାଯାଇଥିଲା ।

Leave A Reply

Your email address will not be published.

twenty + 10 =