ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା ଦେଶ By Nyayabati Live Last updated Aug 10, 2020 90 0 ନୂଆଦିଲ୍ଲୀ- ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନାରେ ଆକ୍ରାନ୍ତ । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି ବୋଲି ସେ ଟ୍ୱଟ୍ କରି ସୂଚନା ଦେଇଛନ୍ତି । ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ସେଲ୍ଫ ଆଇସୋଲେସନରେ ରହିବା ସହ କରୋନା ଟେଷ୍ଟ କରିବାକୁ ପରାମର୍ଶ ଦେଇଛନ୍ତି । 0 90 Share