ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୬୭୭୦

ନୂଆଦିଲ୍ଲୀ- ଦେଶରେ ଗତ ୨୪ ଘଂଟା ମଧ୍ୟରେ ୯,୮୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ସଂଖ୍ୟା ୨୨୬୭୭୦ରେ ପଂହଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ଆଜି ପର୍ଯ୍ୟନ୍ତ ୧୦୯୪୬୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ସଂଖ୍ୟା ୧୧୦୯୬୦କୁ ବୃଦ୍ଧି ପାଇଛି । ଏଯାବତ୍ ୬୩୪୮ ଜଣଙ୍କ ମୃତୁ୍ୟ ହୋଇଛି ।

Leave A Reply

Your email address will not be published.

five × 4 =