ଭାରତରେ ୧,୩୧,୮୬୮ ଆକ୍ରାନ୍ତ, ୩୮୬୭ ମୃତ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ  ୧,୩୧,୮୬୮ରେ ପହଞ୍ଚିଛି । ୫୪,୪୪୧ ଜଣ ସୁସ୍ଥ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୩୮୬୭କୁ ବୃଦ୍ଧି ପାଇଛି । ବର୍ତ୍ତମାନ ୭୩,୫୬୦ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ମହାରାଷ୍ଟ୍ରରେ ସର୍ବାଧିକ  ୧୫୭୭ ଜଣଙ୍କର ମୃତ୍ୟୁ ଘଟିଛି ।

Leave A Reply

Your email address will not be published.

eight + eight =