ପଶ୍ଚିମବଙ୍ଗକୁ ସହାୟତାର ହାତ ବଢ଼ାଇଲା ଓଡ଼ିଶା

ଭୁବନେଶ୍ବର: ଅମ୍ପନ ପ୍ରଭାବରେ ପଶ୍ଚିମବଙ୍ଗରେ ବିପୁଳ ଧନଜୀବନ ହାନି ଘଟିଛି । ୭୨ ଜଣ ମୃତ୍ୟୁ ବରଣ କରିଥିବା ଜଣାପଡ଼ିଛି । କଲକତା ସହର ସହ ମେଦିନପୁର ଆଦି ଅଞ୍ଚଳ ସମ୍ପୂର୍ଣ୍ଣ ଧ୍ବସ୍ତବିଧ୍ବସ୍ତ ହୋଇଛି । ଏହି ସ୍ଥିତିରେ ପଡ଼ୋଶୀ ଭାବରେ ପଶ୍ଚିମବଙ୍ଗକୁ ସହାୟତାର ହାତ ବଢ଼ାଇଛି ଓଡ଼ିଶା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାରୁ ଆବଶ୍ୟକ ସହାୟତା ଯୋଗାଇ ଦେବାକୁ ମୁଖ୍ୟ ସଚିବଙ୍କୁ ନିର୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.

four × three =