ମୁମ୍ବାଇ- ବିଧାନ ପରିଷଦ ସଦସ୍ୟ ଭାବେ ଶପଥ ଗ୍ରହଣ କରିଛନ୍ତି ମହାରାଷ୍ଟ୍ର ମୁଖ୍ୟ ମନ୍ତ୍ରୀ ଉଦ୍ଧବ ଠାକରେ । ଆଜି ମଧ୍ୟାହ୍ନରେ ବିଧାନ ପରିଷଦର ସଭାପଜଚି ରାମରାଜ ନିବାଲକର ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଠାକରେ ପରିବାରର ଦ୍ୱିତୀୟ ସଦସ୍ୟ ଭାବେ ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି ।

Recover your password.
A password will be e-mailed to you.