ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର- ରାଜ୍ୟରେ ସୁସ୍ଥ ହେଲେ ପୁଣି ୮୦ କରୋନା ଆକ୍ରାନ୍ତ । ଆରୋଗ୍ୟ ସଂଖ୍ୟା ୧,୩୨୫କୁ ବୃଦ୍ଧି ହୋଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏନେଇ ସୂଚନା ଦେଇଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ପୁରୀରୁ ୧୭, କେନ୍ଦ୍ରାପଡା ୧୬, ମାଲାକାନାଗିରି ୧୬, କଟକ ୭, ନୟାଗଡ, ସୋନପୁର, ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.

6 + one =