୨୦ ଲକ୍ଷ କୋଟିର ପ୍ୟାକେଜ୍ ଘୋଷଣା

ନୂଆଦିଲ୍ଲୀ – ଅର୍ଥନୀତିର ପୁନରୁତଥାନ ପାଇଁ ୨୦ ଲକ୍ଷ କୋଟିର ଆର୍ଥିକ ପ୍ୟାକେଜ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଲ୍ୟାଣ୍ଡ, ଲେବର, ଲିକ୍ୱିଡିଟି ଉପରେ ଗୁରୁତ୍ୱ ଦିଆଯାଇଛି । ଏହି ପ୍ୟାକେଜରେ ଦେଶର କ୍ଷୁଦ୍ର, ମଧ୍ୟମ ଶିଳ୍ପ ସଂସ୍ଥାମାନଙ୍କ ପାଇଁ ଶ୍ରମିକ, କୃଷକମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ରଖିବା ସହ ଦେଶର ମଧ୍ୟବିତ ବର୍ଗ,ଭାରତର ଶିଳ୍ପ ଜଗତପାଇଁ ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା ରଖିଛନ୍ତି ।

Comments (0)
Add Comment