ସଙ୍ଗରୋଧରେ ରହିବେ ସେବାୟତ

ପୁରୀ: କରୋନା କଟକଣା ଭିତରେ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥ ନିର୍ମାଣ କାମ ଆଗେଇ ଚାଲିଛି। ପ୍ରଶାସନିକ ବିଧି ବ୍ୟବସ୍ଥା ଅନୁସାରେ ରଥ ନିର୍ମାଣରେ ନିୟୋଜିତ ଥିବା ସେବାୟତ ଆଜିଠାରୁ ସଙ୍ଗରୋଧରେ ରହିବେ। ତିନୋଟି ଭକ୍ତ ନିବାସରେ ୨୦୫ ଜଣ ସେବାୟତଙ୍କୁ ରଖିବା ପାଇଁ ବ୍ୟବସ୍ଥା କରାଯାଇଛି । ସଙ୍ଗରୋଧରେ ରହିବା ସମୟରେ ସେବାୟତଙ୍କୁ ଖାଇବାକୁ ଦିଆଯିବ। ପ୍ରତିଦିନ ସେବାୟତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ।

Comments (0)
Add Comment