ଚଳଚଂଚଳ ରଥଖଳା, କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଅନୁମତି କ୍ରମେ ନିର୍ମାଣ କାର୍ଯ୍ୟ ଆରମ୍ଭ
ପୁରୀ: ଆରମ୍ଭ ହୋଇଯାଇଛି ଶ୍ରୀଜିଉଙ୍କ ରଥ ନିର୍ମାଣ କାର୍ଯ୍ୟ । କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଅନୁମତି କ୍ରମେ ସକାଳ ୮ରୁ ରାତି ୧୦ଟା ପର୍ଯ୍ୟନ୍ତ ହେବ ରଥ ନିର୍ମାଣ କାର୍ଯ୍ୟ । ରଥ ନିର୍ମାଣ କାର୍ଯ୍ୟ ନେଇ ୩ ମୂଖ୍ୟ ବିଶ୍ୱକର୍ମା ମହାରଣା ଓ ପରିଚାଳନା କମିଟି ସଦସ୍ୟଙ୍କୁ ନେଇ ଗଠିତ ବୈଠକରେ!-->…