Browsing Category

State

ଜାହାନିଆଁ ଉପକୂଳରେ ଅମ୍ଫାନକୁ ନେଇ ସୂଚନା ଦେଲା ରାଡାର

ଅସ୍ତରଙ୍ଗ: ପୁରୀ ଜିଲ୍ଲାର ଅସ୍ତରଙ୍ଗ ବ୍ଲକ ଅଧିନ ଜାହାନିଆଁ ଉପକୂଳରେ ଲାଗିଥିବା ୭ଟି ଜାଗାରେ ର୍ୟାଡର ସମ୍ଭାବ୍ୟ ବାତ୍ୟା ଆମ୍ଫନ ନେଇ ବାରମ୍ବାର ସୂଚନା ପ୍ରଦାନ କରୁଅଛି । ଯାହା ଫଳରେ କି, ଉପକୂଳବର୍ତୀ ୭ଟି ଗ୍ରାମ ପଂଚାୟତର ଜନସାଧାରଣ ଭୟଭୀତ ହେବା ସହ ସ୍ଥାନୀୟ ପ୍ରଶାସନ ସମ୍ଭାବ୍ୟ ବତ୍ୟା…
Read More...

ବଲାଙ୍ଗିରରେ ଆଉ ୨ କରୋନା ଚିହ୍ନଟ

ବଲାଙ୍ଗିର: ବଲାଙ୍ଗିରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୩୯କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତ ସମ୍ପର୍କରେ ଏ ନେଇ ସୂଚନା ଦେଇଛନ୍ତି ଜିଲ୍ଲାପାଳ ଅରିନ୍ଦମ ଡାକୁଆ ।ଚିହ୍ନଟ ହୋଇଥିବା ୨ ଆକ୍ରାନ୍ତ ତାଲପାଲିପଡ଼ା ଅଂଚଳର…
Read More...

ରାୟଗଡା ଜିଲ୍ଲାରେ ଆରମ୍ଭ ହେଲା ଇ-ସୁବିଦ୍ୟା

ରାୟଗଡା: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ତରଫରୁ ରାୟଗଡା ଜିଲ୍ଲାରେ ଆରମ୍ଭ ହେଲା ଇ-ସୁବିଦ୍ୟା । କଲ୍ୟାଣ ବିଭାଗ ଶିକ୍ଷକ, ଶିକ୍ଷୟତ୍ରୀମାନେ ଶିକ୍ଷାଦାନ ପୂର୍ବକ ଇ-ସୁବିଦ୍ୟା ଅଭିଯାନର ଶୁଭାରମ୍ଭ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ମେ’ ୧୫ରୁ ଜୁନ ୧୭ ଯାଏ ଚାଲିବାକୁ…
Read More...

ଜିଲ୍ଲାପାଳଙ୍କ ସମୀକ୍ଷା ବୈଠକ

ବିଞ୍ଝାରପୁର: ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ ଆଜି ବିଞ୍ଝାରପୁର ବ୍ଲକ ଗସ୍ତରେ ଆସି ବିଭିନ୍ନ କରୋଂଟାଇନ ସେଂଟର ପରିଦର୍ଶନ କରିବା ସହ ବ୍ଲକ କାର୍ଯ୍ୟଳୟରେ କନୋନା ସମ୍ପର୍କୀତ ସମୀକ୍ଷା ବୈଠକ କରି ଫେରିଛନ୍ତି । ପ୍ରକାଶ ଯେ ଆଜି ପୂର୍ବାହ୍ନରେ ଯାଜପୁର ଜିଲ୍ଲାପାଳ ରଞ୍ଜନ କୁମାର ଦାସ…
Read More...

ପୁଣି ୧ କରୋନା ପଜିଟିଭ ଚିହ୍ନଟ : ଆସିଲେ ନୂଆ ୫୫ ପ୍ରବାସୀ

ଅସ୍ତରଙ୍ଗ: ପୁରୀ ଜିଲ୍ଲାର ଅସ୍ତରଙ୍ଗ ବ୍ଲକର ମାଣ୍ଡୁକିଠାରେ ଥିବା ସୋପ୍ନେଶ୍ୱର ନୋଡାଲର ଜଣେ ବ୍ୟକ୍ତିଙ୍କର କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଅଛି । ତାଙ୍କର ନାମ ଶରତ ଚନ୍ଦ୍ର ପାତ୍ର (୫୭) ଘର ଏହି ବ୍ଲକ ଅଧିନ ସାନସିରେଇ ଗ୍ରାମରେ । ସେ କୋଲକାତାରୁ ଆସି ସୋପ୍ନେଶ୍ୱର ନୋଡାଲରେ…
Read More...

ସରପଂଚଙ୍କୁ କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୯୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିଲା ବେଳେ ଏମାନଙ୍କ ମଧ୍ୟରୁ ଭଦ୍ରକ ୨୮, ବାଲେଶ୍ୱର ୧୭, ଗଞ୍ଜାମ ୧୬, କଟକ ୧୨, ପୁରୀ ୭, କେନ୍ଦୁଝର ୪, ଖୋର୍ଦ୍ଧା ୩, ବଲାଙ୍ଗିର ୨, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁରେ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…
Read More...

ସମ୍ବଲପୁରକୁ ଛୁଇଁଲା କରୋନା ରାଜ୍ୟର ୨୨ଟି ଜିଲ୍ଲା ତାଲିକାଭୁକ୍ତ

ଭୁବନେଶ୍ୱର: ସମ୍ବଲପୁର ଜିଲ୍ଲାକୁ ସର୍ବପ୍ରଥମେ ଛୁଇଁଲା କରୋନା । ଏହି ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଉକ୍ତ ସୂଚନା ଦିଆଯାଇଛି ।ରାଜ୍ୟରେ ନୂତନ ଭାବେ ଚିହ୍ନଟ ୯୧ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସମ୍ବଲପୁରର…
Read More...

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪, ସ୍ପଷ୍ଟ କଲା ସ୍ୱାସ୍ଥ୍ୟ ବିଭାଗ

ଭୁବନେଶ୍ଵର : ଗଞ୍ଜାମ ଜିଲ୍ଲାର ଦୁଇ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଥିଲା । ହେଲେ ଏବେ ତ୍ରୁଟି ସୁଧାରି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି ଯେ ଏ ଦୁଇ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ…
Read More...

ଅମ୍ଫାନ : ଧାମରାରେଏନଡିଆରଏଫ ଟିମ୍

ଭଦ୍ରକ: ସାମୁଦ୍ରୀକ ବାତ୍ୟା ଅମ୍ଫାନ ମାଡି ଆସୁଥିବା ବେଳେ ଏହାର ମୁକାବିଲା ନେଇ ଜିଲ୍ଲାପାଳ ଜ୍ଞାନ ଦାସଙ୍କ ନିର୍ଦ୍ଦେଶରେ ବାସୁଦେବପୁର ଓ ଚାନ୍ଦବାଲି ବ୍ଲକ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି। ଏଇ ଅଞ୍ଚଳରେ ସ୍ବତନ୍ତ୍ର ଅଫିସର ମୁତୟନ କରାଯାଇ ସ୍ଥିତି ଅନୁଧ୍ୟାନ କରାଯାଉଛି। ଆଜି ୨…
Read More...

ଜେକେପୁର କୋଭିଡ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ କରି ସ୍ଥିତି ପରିଖିଲେ ୫ଟି ସଚିବ କାର୍ତିକେୟନ

ରାୟଗଡ/: ରାୟଗଡ ଜିଲ୍ଳା ଦିନିକିଆ ଗସ୍ତରେ ୫ଟି ସଚିିବ ଭି.କାର୍ତିକେୟନ ପାଣ୍ଡିଆନ୍ । ଜେକେପୁର ସ୍ଥିତ ଇଏସଆଇ ହସ୍ପିଟାଲ ପରିସରରେ ଥିବା ୧୦୦ଶଯ୍ୟା କୋଭିଡ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପରିଦର୍ଶନ କରି ଏହାର ପ୍ରସ୍ତୁତି ଓ ସ୍ଥିତି ଅନୁଧ୍ୟାନ କରିଥିଲେ । ଏଥିସହ ଏହି ସ୍ୱାସ୍ଥ୍ୟ କେନ୍ଦ୍ରରେ…
Read More...