ବାତ୍ୟାରେ ପ୍ରଭାବିତ ହେବେ ୬୪୯ ଗାଁର ୭ ଲକ୍ଷ ଲୋକ

ଭୁବନେଶ୍ୱର: ଓଡ଼ିଶା ଆଡ଼କୁ ମୁହାଁଉ ଥିବା ସାମୁଦ୍ରିକ ବାତ୍ୟା ‘ଅମ୍ଫାନ’ ପ୍ରଭାବରେ ଉପକୂଳ ଓଡ଼ିଶାର ୬୪୯ଟି ଗାଁର ପ୍ରାୟ ୭ ଲକ୍ଷ ଲୋକ ପ୍ରଭାବିତ ହେବାର ଆଶଙ୍କା ରହିଛି । ବାତ୍ୟା ମୁକାବିଲା ନେଇ ସଚିବସ୍ତରୀୟ ପ୍ରସ୍ତୁତି ବୈଠକ ପରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଗଣମାଧ୍ୟମକୁ

ଜିଲ୍ଲାପାଳଙ୍କ ବିଭିନ୍ନ ଟିଏମ୍ସି କେନ୍ଦ୍ର ପରିଦର୍ଶନ

ଯାଜପୁର: ଯାଜପୁର ଜିଲ୍ଲାପାଳ ରଂଜନ କୁମାର ଦାସ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ବିଂଝାରପୁର ବ୍ଲକର ବିଭିନ୍ନ ଅଂଚଳରେ ଥିବା ଟି.ଏମ୍.ସି କେନ୍ଦ୍ର ପରିଦର୍ଶନ କରିବା ସହିତ କୋଭିଡ୍-୧୯ ଉଦେ୍ଧଶ୍ୟରେ ସମସ୍ତ ଦିଗ ପ୍ରତି ନଜର ଦେଇଥିଲେ । ଏହି ଗସ୍ତ ସମୟରେ ବ୍ଲକ୍ ପକ୍ଷରୁ କରୋନା

ମହାରାଷ୍ଟ୍ରରେ ଗୋଟିଏ ଦିନରେ ୧୫୭୬ ଆକ୍ରାନ୍ତ

ମୁମ୍ବାଇ: ମହାରାଷ୍ଟ୍ରରେ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ଗୋଟିଏ ଦିନରେ ୧୫୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୨୧,୪୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଂଟାରେ ୪୯ ଜଣଙ୍କର ମୃତୁ୍ୟ ହେବା ପରେ ରାଜ୍ୟରେ

ବରଫ ସ୍ଖଳନ : କର୍ଣ୍ଣେଲଓ ଯବାନ ସହିଦ

ନୂଆଦିଲ୍ଲୀ: ଉତର ସିକ୍କିମର ଲୁଗନାକ ଲା ଅଂଚଳରେ ଭୟଙ୍କର ବରଫ ସ୍ଖଳନ ହୋଇଛି । ବରଫ ସ୍ଖଳନ ବେଳେ ଏଠାରେ ମୁତୟନ ଥିବା ଜଣେ ଲୁ୍ୟଟନାଂଟ କର୍ଣ୍ଣେଲ ଓ ଜଣେ ଯବାନ ଏହା ମଧ୍ୟରେ ଫସି ଯାଇ ପ୍ରାଣ ହରାଇଛନ୍ତି । ଗତକାଲି ରାତିରେ ୧୮ ଜଣିଆ ପ୍ୟାଟ୍ରୋଲିଂ ପାର୍ଟି ଲୁଗନାକ ଅଂଚଳରେ କାର୍ଯ୍ୟ

ବିଞ୍ଝାରପୁରକୁ ଫେରିଲେ ୩୭୮ ପ୍ରବାସୀ ଶ୍ରମିକ

ବିଞ୍ଝାରପୁର: କରୋନା ସଂକ୍ରମଣ ଭୟରେ ଅନ୍ୟ ରାଜ୍ୟମାନଙ୍କରେ କାର୍ଯ୍ୟ କରୁ୍ଥିବା ଓଡିଆ ଶ୍ରମିକ ଓ ତାଙ୍କ ପରିବାର ସମେତ ପାଠ ପଢିବାକୁ ଯାଇଥିବା ଛାତ୍ରଛାତ୍ରୀ ଘରକୁ ଫେରୁଥିବା ଦେଖିବାକୁ ମିଳିଛି । ବିଞ୍ଝାରପୁର ବ୍ଲକରେ ପ୍ରାୟ ୧୦ ହଜାରରୁ ଅଧିକ ଲୋକ ଫେରିବା ପାଇଁ ନିଜନିଜର ନାମ ପଞ୍ଜୀକରଣ

ମେ ୩୧ ପର୍ଯ୍ୟନ୍ତ ବଢିପାରେ ଚତୁର୍ଥ ପର୍ଯ୍ୟାୟ ଲକଡାଉନ

ନୂଆଦିଲ୍ଲୀ- ଲକଡାଉନ ୪.୦ ମେ ୩୧ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ । ୪ର୍ଥ ପର୍ଯ୍ୟାୟ ଲକଡାଉନରେ ନିୟମ କିଛି ମାତ୍ରାରେ କୋହଳ କରାଯିବା ନେଇ ସ୍ପଷ୍ଟ କରିଛନ୍ତି ପ୍ରଧାନମନ୍ତ୍ରୀ । ଅର୍ଥନୀତି ଉପରେ ଗୁରୁତ୍ୱ ଦେଇ ସରକାର ଏଭଳି ନିଷ୍ପତି ନେଇଛନ୍ତି ।

ସ୍ୱାମୀଙ୍କୁ ଶିଳପୁଆରେ ଛେଚି ହତ୍ୟା କଲା ସ୍ତ୍ରୀ

ବ୍ରହ୍ମପୁର : ବ୍ରହ୍ମପୁର ଗେଟ ବଜାର ଜଗିଲି ସାହିରେ ବନମାଳି ବହେରା ତାଙ୍କର ପତ୍ନୀ ଓ ଦୁଇ ପିଲାଙ୍କ ସହ ରହନ୍ତି। ତେବେ ବନମାଳି କିଛି ରୋଜଗାର କରନ୍ତି ନାହିଁ। ଆର୍ଥିକ ପରିସ୍ଥତିକୁ ନେଇ ଅନେକ ସମୟରେ ବନମାଳି ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କଳହ ଲାଗି ରହିଥାଏ। ଗତକାଲି ସନ୍ଧ୍ୟାରେ ବି

କରୋନା ଯୋଦ୍ଧାଙ୍କ ପାଇଁ ଆଡଭାଇଜରୀ ଜାରି

ନୂଆଦିଲ୍ଲୀ- ସ୍ୱାସ୍ଥ୍ୟକର୍ମୀଙ୍କ ସ୍ୱାସ୍ଥ୍ୟ ଲାଗି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି । କୋଭିଡ ୧୯ ହସ୍ପିଟାଲରେ କାର୍ଯ୍ୟରତ ସ୍ୱାସ୍ଥ୍ୟକର୍ମୀଙ୍କୁ କରୋନା ଆକ୍ରାନ୍ତ ଭୟ ଅଧିକ ଥିବାରୁ ସେମାନଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ହସ୍ପିଟାଲ କତୃପକ୍ଷଙ୍କୁ

ଆଉ ଚାଲିବେନି ପ୍ରବାସୀ ଶ୍ରମିକ

ଭୁବନେଶ୍ବର : ପ୍ରବାସୀ ଓଡ଼ିଆ ଶ୍ରମିକ ହୁଅନ୍ତୁ କି ଅଣଓଡ଼ିଆ ଶ୍ରମିକ , ଓଡ଼ିଶା ମଧ୍ୟ ଦେଇ ଯାଉଥିବା ଶ୍ରମିକମାନଙ୍କୁ ଆଉ ଚାଲିବାକୁ ପଡ଼ିବ ନାହିଁ। ସରକାର ସେମାନଙ୍କୁ ମାଗଣାରେ ବସ୍‌ ସେବା ଯୋଗାଇଦେବେ। ଅଣଓଡ଼ିଆ ଶ୍ରମିକ ‌ହୋଇଥିଲେ, ବସ୍‌ ସେମାନଙ୍କୁ ଓଡ଼ିଶା ସୀମା ପାର୍ କରାଇବ।