ଲଘୁଚାପ : ୧୬ରେ ବାତ୍ୟା ରୂପ ନେବ
ଭୁବନେଶ୍ବର : ବଙ୍ଗୋପସାଗରରେ ଆଣ୍ଡାମାନ ନିକଟବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଅବପାତ ରୂପ ନେବା ସହିତ ପରବର୍ତ୍ତୀ ୪୮ଘଣ୍ଟାରେ ଅର୍ଥାତ ଆସନ୍ତା ୧୬ ତାରିଖ ସୁଦ୍ଧା ସାମୁଦ୍ରିକ ବାତ୍ୟାର ରୂପ ନେବ ବୋଲି ଆକଳନ କରାଯାଇଛି। ତେବେ ଏହି ବାତ୍ୟା ଓଡ଼ିଶା!-->…