ନୂଆ ୭୩ ପଜିଟିଭ ଚିହ୍ନଟ
ଭୁବନେଶ୍ୱର- ଆଜି ପୁଣି ୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ଭିତରୁ ୫୦ ସୁରତ ଫେରନ୍ତା ବୋଲି ଜଣାପଡିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।!-->…