ପୁଣି ସୁସ୍ଥ ହେଲେ ୨୭
ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଏକ ଖୁସି ଖବର ଆସିଛି । ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୨୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲାରୁ ୯, ଭୁବନେଶ୍ୱରରୁ ୮ ଜଣ,!-->…