ଚିନ୍ତା ବଢ଼ାଇଲେ ସୁରତ ଫେରନ୍ତା
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରେନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବିଶେଷକରି ସୁରତ ଫେରନ୍ତାଙ୍କ ମଧ୍ୟରୁ ଅଧିକାଂଶ କରେନାରେ ଆକ୍ରାନ୍ତ ହୋଇଛନ୍ତି । ଆଜି ଆଉ ୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହିତ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୮୮କୁ!-->…