ରାଜ୍ୟସଭାରେ ବିଜେପି ସଂସଦୀୟ ଦଳ ନେତା ହେବେ ଧର୍ମେନ୍ଦ୍ର !
ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା । ରାଜ୍ୟସଭାରେ ବିଜେପି ସଂସଦୀୟ ଦଳ ନେତା ହୋଇପାନ୍ତି ଧର୍ମେନ୍ଦ୍ର ପ୍ରଧାନ । ଶିକ୍ଷାମନ୍ତ୍ରୀଙ୍କ ନାଁ ଚର୍ଚ୍ଚାର ଆଗରେ ଥିବାବେଳେ ମୁଖତାର୍ ଅ।ବସ ନକଭିଙ୍କ ନାଁ!-->…