ରାସ୍ତା କଡ଼ରୁ ନବଜାତ ଶିଶୁକନ୍ୟା ଉଦ୍ଧାର
ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ୍ ତିଳପଦା ଗାଁ ନିକଟରୁ ଏକ ନବଜାତ ଶିଶୁକନ୍ୟାକୁ ଉଦ୍ଧାର କରାଯାଇଛି। ଶିଶୁ କନ୍ୟାଟି ସୁସ୍ଥ ଥିବା ଜଣାପଡ଼ିଛି। ଶିଶୁଟି ୩ରୁ ୪ ଦିନ ପୂର୍ବେ ଜନ୍ମ ନେଇଥିବା ଅନୁମାନ କରାଯାଉଛି।
ଆଜି ସକାଳେ ଦର୍ପଣ-କଳକଳା ପୂର୍ତ୍ତ ବିଭାଗ ରାସ୍ତାର ତିଳପଦା ଗାଁ ନିକଟ!-->!-->!-->…