ହିମାଚଳର ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ପରଲୋକ
ଶିମଳା: ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ବୀରଭଦ୍ର ସିଂହଙ୍କର ଆଜି ପରଲୋକ ଘଟିଛି ।ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା ।ଚିକିତ୍ସାଧୀନ ଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ବିୟୋଗରେ ରାଜ୍ୟରେ ୩ଦିନିଆ ରାଷ୍ଟ୍ରୀୟ ଶୋକ!-->…