ଦେଶରେ ୫୦ହଜାର ତଳେ କରୋନା
ନୂଆଦିଲ୍ଲୀ: ଦେଶରେ ୨୪ ଘଣ୍ଟାରେ ଆଉ ୪୩,୦୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୦୫,୪୫,୪୩୩କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ଆଉ ୯୫୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୪,୦୨,୦୦୫ରେ ପହଞ୍ଚିଛି ।!-->…