ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଓକିଲ
ଭବାନୀପାଟଣା: ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭବାନୀପାଟଣା ଭିଜିଲାନ୍ସ ପବ୍ଲିକ୍ ପ୍ରସିକ୍ୟୁଟର (ପିପି) ଓକିଲ୍ ଆଶୁତୋଷ ମିଶ୍ରଙ୍କୁ ଭିଜିଲାନ୍ସ ଆଜି ଗିରଫ କରିଛି । ମହୁଲପାଟଣା ଫାଣ୍ଡିର ପୂର୍ବତନ ଏଏସଆଇ ମଳୟ ରଣାଙ୍କ ଭିଜିଲାନ୍ସ କେସ୍ର ରଫାଦଫା କରିବା ପାଇଁ ୧ ଲକ୍ଷ ଟଙ୍କା ଲାଞ୍ଚ!-->…