ରାଜ୍ୟରେ ୪ହଜାର ଟପିଲା କରୋନା ମୃତ୍ୟୁ
ଭୁବନେଶ୍ୱର: ରାଜ୍ୟରେ ମହାମାରୀ ଦୈନଦିନ ସଂକ୍ରମଣ ପୁଣି ୩ହଜାର ଉପରକୁ ଉଠିଥିବା ବେଳେ କରୋନା ମୃତ୍ୟୁ ସଂଖ୍ୟା ୪ହଜାର ଅତିକ୍ରମ କରିଛି । ଆଜି ଗୋଟିଏ ଦିନରେ ୪୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୪୦୧୮କୁ ବୃଦ୍ଧିପାଇଛି । ୨୪!-->…