୫୦ % କର୍ମଚାରୀଙ୍କୁ ନେଇ ଚାଲିବ ସରକାରୀ ଅଫିସ
ଭୁବନେଶ୍ୱର : ରାଜ୍ୟରେ ପଞ୍ଚମ ପର୍ଯ୍ୟାୟ ଲକ୍ଡାଉନ୍ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ସରକାରୀ କାର୍ଯ୍ୟାଳୟଗୁଡ଼ିକ ପୂର୍ବବତ୍? ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବାକୁ ଆଦେଶନାମା ଜାରି ହୋଇଛି । ଯେଉଁ କର୍ମଚାରୀମାନେ ଦ୍ୱିତୀୟ ଡୋଜ୍ ଟିକା ନେଇ ସାରିଛନ୍ତି, ସେମାନେ ଅଫିସ!-->…