୫ରୁ ଖୋର୍ଦ୍ଧା ରୋଡ୍ -ସୁରଟ ସ୍ୱତନ୍ତ୍ର ଟ୍ରେନ୍
ଭୁବନେଶ୍ୱର: ଯାତ୍ରୀମାନଙ୍କ ସୁବିଧା ପାଇଁ ଏବଂ ପଶ୍ଚିମ ଭାରତକୁ ଯାତାୟାତ କରୁଥିବା ନିୟମିତ ଟ୍ରେନ୍ ଗୁଡ଼ିକରେ ମାତ୍ରାଧିକ ପ୍ରତିକ୍ଷା ତାଲିକାକୁ ଏଡାଇବା ପାଇଁ ରେଳ ମନ୍ତ୍ରଣାଳୟ ଗୁଜୁରାଟର ସୁରଟ ନିକଟସ୍ଥ ଉଦନା ଷ୍ଟେସନ ମଧ୍ୟରେ ଏକ ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ନିଷ୍ପତି ନେଇଛି ।!-->…