ପ୍ରାକୃତିକ ବିପର୍ଯ୍ୟୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ମୋକ ଅଭ୍ୟାସ
ନବରଙ୍ଗପୁର : ଜିଲ୍ଲା ସଦରମହକୁମା ସ୍ଥିତ ମିଶନ ଶକ୍ତି ସଭାଗୃହରେ କଟକ ଜିଲ୍ଲା ମୁଣ୍ଡୁଳି ସ୍ଥିତ ଜାତୀୟ ବିପର୍ଯ୍ୟୟ ଉଦ୍ଧାର ସୁରକ୍ଷା ବାହିନୀ (NDRF) ଏବଂ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ଦ୍ୱାରା ଏକ ସାମୁହିକ ଅଭ୍ୟାସ ଟେବୁଲ ଟପ ଆଲୋଚନା ଚକ୍ର ନବରଙ୍ଗପୁର ଜିଲ୍ଲାପାଳ ଡଃ କମଳ ଲୋଚନ!-->…