ଆତଙ୍କବାଦୀ ହାଫିଜର ଘର ନିକଟରେ ବିସ୍ଫୋରଣ
ଲାହୋର: କୁଖ୍ୟାତ ଆତଙ୍କବାଦୀ ହାଫିଜ ସୟିଦର ଏଠାରେ ଥିବା ବାସଭବନ ନିକଟରେ ବୁଧବାର ବଡଧରଣର ବିସ୍ଫୋରଣ ଘଟିଛି । ଏଥିରେ ୨ ଜଣ ପ୍ରାଣ ହରାଇଛନ୍ତି ଏବଂ ୨୦ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ବିସ୍ଫୋରଣ ପରେ ଉଦ୍ଧାରକାରୀ ଦଳ ତୁରନ୍ତ ସେଠାରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଥିଲେ ।!-->…