କେବଳ ପୁରୀରେ ହେବ ରଥଯାତ୍ରା
ଭୁବନେଶ୍ୱର: ଚଳିତ ବର୍ଷ କେବଳ ପୁରୀରେ ରଥଯାତ୍ରା ହେବ । ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ । ରାଜ୍ୟ ସରକାରଙ୍କ ଏ ସଂକ୍ରାନ୍ତୀୟ ନିଷ୍ପତ୍ତିରେ ଓଡିଶା ହାଇକୋର୍ଟ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି । କେନ୍ଦ୍ରାପଡା ଓ ଭଟଲୀରେ ରଥଯାତ୍ରା ପାଇଁ ଅନୁମତି ଦେବାକୁ!-->…