ଜର୍ମାନୀ ରାଷ୍ଟ୍ରଦୂତଙ୍କ ଆଶଙ୍କା, ଆସିପାରେ କରୋନାର ଚତୁର୍ଥ ଲହର
ନୂଆଦିଲ୍ଲୀ: ବିଶ୍ୱର ଅଧିକାଂଶ ରାଷ୍ଟ୍ର କରୋନା ତୃତୀୟ ଲହରକୁ ନେଇ ଆଶଙ୍କାରେ ରାହିଥିବା ବେଳେ ଭାରତରେ ଅବସ୍ଥାପିତ ଜର୍ମାନୀ ରାଷ୍ଟ୍ରଦୂତ ୱାଲଟର ଜେ ଲିଣ୍ଡର ଏହି ମହାମାରୀର ଚତୁର୍ଥ ଲହର ଆସିପାରେ ବୋଲି ଆଶଙ୍କା ପ୍ରକାଶ କରିଛନ୍ତି । ତାହାସହିତ ଏଥିପାଇଁ ଅତ୍ୟନ୍ତ ସତର୍କ ରହିବାର!-->…