କରୋନାକୁ ନେଇ ଶ୍ୱେତପତ୍ର ଜାରି କଲା କଂଗ୍ରେସ
ନୂଆଦିଲ୍ଲୀ: ମହମାରୀ କରୋନାକ୍ୁ ନେଇ ଶ୍ୱେତପତ୍ର ଜାରି କଲେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧି । ଶ୍ୱେତପତ୍ରରେ ତୃତୀୟ ଲହରର ମୁକାବିଲା ପାଇଁ ସରକାରଙ୍କୁ ସତର୍କ କରିବା ସହ କେତେକ ପ୍ରସ୍ତାବ ଦେଇଛନ୍ତି ରାହୁଲ । କହିଛନ୍ତି ଦ୍ୱିତୀୟ ଲହରକୁ ନେଇ ବୈଜ୍ଞାନିକମାନେ ସରକାରଙ୍କୁ!-->…