ଜାମ୍ମୁ-କାଶ୍ମୀର ନେଇ ୨୪ରେ ସର୍ବଦଳୀୟ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: କେନ୍ଦ୍ର ଶାସିତ ଅଞ୍ଚଳ ଜାମ୍ମୁ-କାଶ୍ମୀର ସମ୍ପର୍କରେ ଆଲୋଚନା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୪ ତାରିଖ ଦିନ ସର୍ବଦଳୀୟ ବୈଠକ ଡାକିଛନ୍ତି । ଏହି ବୈଠକକୁ ଜାମ୍ମୁ-କାଶ୍ମୀର ସମସ୍ତ ୮ଟି ରାଜନୈତିକ ଦଳକୁ ଆମନ୍ତ୍ରଣ କରାଯାଇଛି । ବୈଠକରେ!-->…