ତୃତୀୟ ଲହର ପାଇଁ ସରକାରଙ୍କ ଆଗୁଆ ପ୍ରସ୍ତୁତି

ଭୁବନେଶ୍ୱର: ମହାମାରୀ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଏବେ ଧିରେ ଧିରେ ହ୍ରାସ ପାଉଥିବା ବେଳେ ରାଜ୍ୟରେ ଜାରୀ ଲକ୍‌ଡାଉନ୍ କଟକଣା ମଧ୍ୟ ସରକାର କୋହାଳ କରିଛନ୍ତି । ଅନ୍ୟପକ୍ଷରେ ମହାମାରୀର ସାମ୍ଭାବ୍ୟ ତୃତୀୟ ଲହରକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଯୋରଦାର ପ୍ରସ୍ତୁତି ଆରମ୍ଭ

ରାଜ୍ୟରେ ୩୮୦୬ ପଜିଟିଭ : ୩୭ ମୃତ

ଭୁବନେଶ୍ୱର: ରାଜ୍ୟରେ ଆଜି ୩ ହଜାର ୮୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୧୭୨ ଜଣ ଚିହ୍ନଟ ହୋଇଥିବାବେଳେ ୧୬୩୪ ଜଣ ସ୍ଥାନୀୟ ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ଅନୁଗୋଳରୁ ୧୭୫, ବାଲେଶ୍ୱରରୁ ୨୨୦, ବରଗଡରୁ

ବୀରେନ୍ଦ୍ର ଓ ଅମିତଙ୍କୁ ଟୋକିଓ ଅଲିମ୍ପିକ ଟିକେଟ

ଭୁବନେଶ୍ୱର: ଟୋକିଓ ଅଲିମ୍ପିକ ପାଇଁ ଭାରତୀୟ ପୁରୁଷ ହକି ଟିମ୍‌ରେ ଓଡ଼ିଶାର ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ ମନୋନିତ ହୋଇଛନ୍ତି । ଫଳରେ ଉଭୟ ଟୋକିଓ ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିଛନ୍ତି । ଗତକାଲି ଦୀପଗ୍ରେସ ଏକ୍କା ମହିଳା ହକି ଦଳରେ ସ୍ଥାନ ପାଇଥିଲେ । ବୀରେନ୍ଦ୍ର ଓ

ଜୁଲାଇ ୨୫ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ,: ସ୍ନାନ ପୂର୍ଣ୍ଣମୀ ଓ ରଥଯାତ୍ରାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି । ଏହି ଅବଧିକୁ ଆସନ୍ତା ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ. କ୍ରିଷନ କୁମାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ରଥଯାତ୍ରାରେ

ଆମ କଳା ଆମ ଗୌରବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,: ପୁରୀ ଜିଲ୍ଲାର ରଘୁରାଜପୁର । ଫଟୋଚିତ୍ର ପାଇଁ ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି । ବିଶ୍ୱ ଐତିହ୍ୟ ଗ୍ରାମର ମାନ୍ୟତା ମଧ୍ୟ ପାଇଛି । କଳା ହିଁ ଏହି ଗାଁର ଲୋକମାନଙ୍କର ଜୀବିକାର ମୁଖ୍ୟ ଆଧାର । କରୋନା ସମୟରେ ଏହି ଗାଁର ଲୋକମାନଙ୍କୁ ସାହାଯ୍ୟ ଯୋଗାଇବା ପାଇଁ ସରକାରଙ୍କ

ଶ୍ରୀମନ୍ଦିରର ୮ ଦ୍ୱାରରେ ରୂପା ଛାଉଣି

ପୁରୀ: ଶ୍ରୀମନ୍ଦିରର ୮ଟି ଦ୍ୱାର ରୂପା ଛାଉଣି କରାଯିବା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଉତ୍କଳୀୟ କଳା ସଂସ୍କୃତି ଓ ଶ୍ରୀଜଗନ୍ନାଥଙ୍କ ମହାତ୍ମ୍ୟର ଛାପ ଏହି ଦ୍ୱାରରେ ପ୍ରତିଫଳିତ ହେବ । ଏଥିପାଇଁ ପଟ୍ଟଚିତ୍ର ପାଇଁ ପ୍ରସିଦ୍ଧ ଗ୍ରାମ ରଘୁରାଜପୁରର ବରିଷ୍ଠ ପଟ୍ଟଚିତ୍ର ଶିଳ୍ପୀଙ୍କ

ଖରିଫ ଫସଲ ଋଣ ଯୋଗାଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର,: କୋଭିଡ୍ ସଂକ୍ରମଣର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି କୃଷି କାର୍ଯ୍ୟକୁ ଅବ୍ୟାହତ ରଖିବା ପାଇଁ ଚାଷୀମାନଙ୍କୁ ସଠିକ୍ ସମୟରେ ପର୍ଯ୍ୟାପ୍ତ ସାର ଓ ବିହନ ଯୋଗାଣ ସହିତ ଖରିଫ ଫସଲ ଋଣ ଯୋଗାଇଦେବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ

ପୂର୍ବତଟ ରେଳପଥ ଦେଇ ଚଳାଚଳ କରିବ ୨ଟି ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ପୂର୍ବତଟ ରେଳପଥ ମଧ୍ୟଦେଇ ଉତର ପୂର୍ବାଂଚଳରୁ ଦକ୍ଷିଣ ଭାରତକୁ ଦୁଇଟି ବିଶେଷ ଟ୍ରେନ ଚଳାଚଳ କରାଇବାକୁ ରେଳ ମନ୍ତ୍ରଣାଳୟ ନିଷ୍ପତି ନେଇଛି । ୦୨୫୧୬/୦୨୫୧୫ ସୀଲଚାର-କୋଏମ୍ବାଟୁର-ସୀଲଚାର ବିଶେଷ ଟ୍ରେନ ସୀଲଚାରରୁ ୨୨ ଜୁନ୍ ଠାରୁ ପ୍ରତ୍ୟେକ ମଙ୍ଗଳବାର ଦିନ ରାତ୍ର ୮ଘ.୧୦ମି,ରେ

ନକଲି ଔଷଧ ଠାବ କରିବ ଏସଟିଏଫ୍

ଭୁବନେଶ୍ୱର: ରାଜ୍ୟରେ ନକଲି ଔଷଧ କାରବାର ରୋକିବା ତଥା ବିଭିନ୍ନ ଦୋକାନରେ ଚଢାଉ ପାଇଁ ରାଜ୍ୟ ସରକାର ଆଜି ସ୍ୱତନ୍ତ୍ର ଟାକ୍ସ ଫୋର୍ସ (ଏସଟିଏଫ୍‌) ଗଠନ କରିଛନ୍ତି । ଡିଆଇଜି ଜେଏନ୍ ପଙ୍କଜଙ୍କ ନେତୃତ୍ୱରେ ଏହି ଏସଟିଏଫ୍ ଗଠିତ ହୋଇଛି । ନକଲି ଔଷଧ ବିକ୍ରି ହେଉଥିବା ବିଭିନ୍ନ ଦୋକାନ ଉପରେ

ମୁକୁଲ ରାୟଙ୍କ ଠାରୁ ସୁରକ୍ଷା ପ୍ରତ୍ୟାହୃତ

ନୂଆଦିଲ୍ଳୀ: ‘ତୃଣମୂଳ କଂଗ୍ରେସ’ରେ ପୁନଃଯୋଗଦାନ କରିବାର କେଇ ଦିନ ପରେ ମୁକୁଲ୍ ରାୟଙ୍କୁ ଦିଆଯାଇଥିବା ‘ଜେଡ୍ କ୍ୟାଟେଗୋରି ସିକ୍ୟୁରିଟି’କୁ କେନ୍ଦ୍ର ସରକାର ପ୍ରତ୍ୟାହାର କରି ନେଇଥିବା ଆଜି ବିଶେଷସୂତ୍ରରୁ ଜଣାପଡିଛି । ଟିଏମ୍‌ସିକୁ ଫେରିବା ପୂର୍ବରୁ ମୁକୁଲ୍ ରାୟ’ ବିଜେପି’ର ଜାତୀୟ