ଦେଶରେ ୬୦,୭୫୩ ସଂକ୍ରମିତ: ୧୬୪୭ ମୃତ
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଉଥିବା ଦେଖାଯାଉଛି । ୨୪ ଘଣ୍ଟାରେ ଆଉ ୬୦,୭୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୮,୨୩,୫୪୬କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ଆଉ ୧,୬୪୭ ଆକ୍ରାନ୍ତଙ୍କ!-->…