ରାଜ୍ୟରେ ୩୬୩୧ ନୂଆ ଆକ୍ରାନ୍ତ : ୩୯ ମୃତ
ଭୁବନେଶ୍ୱର: ରାଜ୍ୟରେ ୩୬୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୦୬୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୫୬୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି!-->…