ଆମ କଳା ଆମ ଗୌରବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,: ପୁରୀ ଜିଲ୍ଲାର ରଘୁରାଜପୁର । ଫଟୋଚିତ୍ର ପାଇଁ ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି । ବିଶ୍ୱ ଐତିହ୍ୟ ଗ୍ରାମର ମାନ୍ୟତା ମଧ୍ୟ ପାଇଛି । କଳା ହିଁ ଏହି ଗାଁର ଲୋକମାନଙ୍କର ଜୀବିକାର ମୁଖ୍ୟ ଆଧାର । କରୋନା ସମୟରେ ଏହି ଗାଁର ଲୋକମାନଙ୍କୁ ସାହାଯ୍ୟ ଯୋଗାଇବା ପାଇଁ ସରକାରଙ୍କ!-->…