୭ଟି ଅକ୍ସିଜେନ ପ୍ଲାଂଟର ଭିତିପ୍ରସ୍ତର ସ୍ଥାପନ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟର ୭ଟି ଜିଲ୍ଲାରେ ୭ଟି ତରଳ ମେଡିକାଲ ଅକ୍ସିଜେନ ପ୍ଲାଂଟ ଏବଂ ୭ଟି ପିଏସଏ ବ୍ୟବସ୍ଥାର ଭିତିପ୍ରସ୍ତର ରଖିଛନ୍ତି । ଏହାସହିତ ବାଲେଶ୍ୱରରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସହାୟତାରେ ଏକ ଅତିରିକ୍ତ ସ୍ୱାସ୍ଥ୍ୟ ସୁବିଧା!-->…