ଦେଶରେ ଲକ୍ଷେ ତଳକୁ ଖସିଲା ସଂକ୍ରମଣ : ୩୪୦୩ ମୃତ
ନୂଆଦିଲ୍ଲୀ: ଦେଶରେ ଲଗାତାର କିଛି ଦିନ ହେବ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ତକଳୁ ରହିଛି । ୨୪ ଘଣ୍ଟାରେ ଆଉ ୯୧,୭୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୨,୭୪,୮୨୩କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ୩ ହଜାର ୪୦୩ ଆକ୍ରାନ୍ତଙ୍କ!-->…