ଛାତ୍ରୀଙ୍କୁ ଭୁଜାଲିରେ ଆକ୍ରମଣ: ଅଭିଯୁକ୍ତ ଗିରଫ
ଖଇରା: ଟିଉସନ ଯାଉଥିବା ସମୟରେ ନବମ ଶ୍ରେଣୀ ଝିଅ ଜଣେ ଯୁବକର ଭୁଜାଲି ଆକ୍ରମଣରେ ଗୁରୁତର ଭାବେ ଆହତ ହୋଇଛି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଖଇରା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ନାବାଳିକାଙ୍କୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଖଇରା ବ୍ଲକ ଜଳଦା!-->…