ଦେଶରେ କମିଲା ସଂକ୍ରମଣ, ମୃତ୍ୟୁ
ନୂଆଦିଲ୍ଲୀ: କରୋନାର ଦୈନିକ ସଂକ୍ରମଣ ଓ ମୃତକଙ୍କ ସଂଖ୍ୟା ହ୍ରାସ ପାଉଛି । ୨୪ ଘଣ୍ଟାରେ ଆଉ ୧ ଲକ୍ଷ ୬୩୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୯,୦୯,୯୭୫କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ହଜାର ୪୨୭ଆକ୍ରାନ୍ତଙ୍କ ମୃତ୍ୟୁ!-->…