ଗଛ ଲଗାଇ ଭାବ ପ୍ରବଣ ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିଶ୍ୱ ପରିବେଶ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃକ୍ଷରୋପଣ କରି ଅତ୍ୟନ୍ତ ଭାବପ୍ରବଣ ହୋଇପଡିବା ସହ ଗଛ ଲଗାଇବା ଏକ ଉତ୍ସାହଜନକ ଅନୁଭବ ଥିଲା ବୋଲି ଟ୍ୱିଟ କରି କହିଛନ୍ତି । ସେ ଟ୍ୱିଟରେ ଲେଖିଛନ୍ତି ଯେ, ଏହି ଗଛଟି ବଡ ହେଲେ ଏଥିରେ ଚଢେଇ ବସା କରିବେ ।!-->…