ଟିକାକରଣ ସମ୍ପୂର୍ଣ୍ଣ ଦାୟିତ୍ୱ କେନ୍ଦ୍ରର : ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ମହାମାରୀ କରୋନାର ମୁକାବିଲା ପାଇଁ ଟିକାକରଣ ସମ୍ପୂର୍ଣ୍ଣ ଦାୟିତ୍ୱ ଏଣିକି କେନ୍ଦ୍ର ସରକାର ନେବେ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଘୋଷଣା କରିଛନ୍ତି । ଦେଶବାସୀଙ୍କ ଉଦ୍ଦେଶ୍ୟରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କହିଛନ୍ତିି ଯେ, କେନ୍ଦ୍ର!-->…