ଗ୍ଲୋବାଲ ଟେଣ୍ଡରରୁ ଟିକା ମିଳିବା ଆଶାକ୍ଷୀଣ
ଭୁବନେଶ୍ୱର: ରାଜ୍ୟରେ ମହାମାରୀ କରୋନାର ସଂକ୍ରମଣକୁ ରୋକିବା ଲାଗି ଟିକାର ଅଭାବ ଦୂର କରିବାକୁ ରାଜ୍ୟ ସରକାରଙ୍କ ଗ୍ଲୋବାଲ ଟେଣ୍ଡରରୁ ବିଦେଶୀ କମ୍ପାନୀରୁ ଟିକା ଆଣିବା ପାଇଁ କରିଥିବା ନିଷ୍ପତିର ସଫଳତା ନେଇ ଏବେ ସନ୍ଦେହ ବଢିଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର!-->…