ଟିକା ପାଇଁ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
ଭୁବନେଶ୍ୱର: କରୋନା ଟିକା ପାଇଁ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନପଟ୍ଟନାୟକ ଆଜି ଚିଠି ଲେଖି ଟିକା ସଂଙ୍କଟ ଦୂର କରିବା ନେଇ ସମସ୍ତଙ୍କ ସହମତି ଲୋଡିଛନ୍ତି । ସେ ଲେଖିଥିବା ପତ୍ରରେ ଉଲ୍ଲେଖ କରିଛନ୍ତିି ଯେ, ଟିକା ପାଇର୍ ପରସ୍ପର ଭିତରେ ନଲଢି, ଏକାଠି!-->…