ଦେଶରେ ଥମୁନି ମୃତ୍ୟୁ
ନୂଆଦିଲ୍ଲୀ: ଦେଶରେ ୨ଲକ୍ଷ ତଳକୁ ରହିଛି ଦୈନିକ ସଂକ୍ରମଣ । ଆଉ ୧ଲକ୍ଷ ୭୩ହଜାର ୭୯୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୭୭,୨୯,୨୪୭କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ୩ହଜାର ୬୧୭ ଆକ୍ରାନ୍ତଙ୍କ ମୃତ୍ୁ୍ୟ ହୋଇଥିବା ବେଳେ ମୋଟ୍!-->…