ପହିଲାରୁ ବିଶ୍ୱବିଦ୍ୟାଳୟ ଓ କଲେଜ୍ରେ ଅନ୍ଲାଇନ୍ କ୍ଲାସ୍
ଭୁବନେଶ୍ୱର: ଜୁନ୍ ୧ରୁ ଡିଗ୍ରୀ କଲେଜ୍ ଓ ବିଶ୍ୱବିଦ୍ୟାଳୟ ଗୁଡିକରେ ଅନ୍ଲାଇନ୍ କ୍ଲାସ୍ ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି । ଏହି ନିର୍ଦ୍ଦେଶନାମା ଅନୁଯାୟୀ, ଖରା ଛୁଟି ପରେ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟରେ ଓ ଡିଗ୍ରୀ!-->…