ମିଗ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ପାଇଲଟ୍ ମୃତ
ପଞ୍ଜାବର: ପଞ୍ଜାବର ମୋଗା ନିକଟରେ ବାୟୁସେନାର ଏକ ମିଗ୍-୨୧ ବିମାନ ଦୁର୍ଘଟଣାଗ୍ରଗସ୍ତ ହୋଇଛି । ଏଥିରେ ଜଣେ ପାଇଲଟ୍ ଅଭିନବ ଚୌଧୁରୀଙ୍କ ମୃତ୍ୟୁ ଘଟିଛି । ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଗୁରୁବାର ରାତି ପ୍ରାୟ ସାଢ଼େ ୯ଟାରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏସପି (ମୁଖ୍ୟାଳୟ)!-->…